Jeremiah 3:23 — Compare Translations

5 translations compared side by side

Odia - 1840
"ଉପପର୍ବତସମୂହ ରେ ପ୍ରତିମା ପୂଜା ନିର୍ବୋଧତା ଥିଲା। ପର୍ବତମାନଙ୍କର ଉପରିସ୍ଥ କୋଳାହଳ ଜନିତ ସମାରୋହ ବ୍ଯର୍ଥ ଥିଲେ। ମାତ୍ର ଏହା ନିଶ୍ଚିତ ଯେ ପରମେଶ୍ବର ସଦାପ୍ରଭୁଙ୍କଠା ରେ ଇଶ୍ରାୟେଲର ପରିତ୍ରାଣ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତା; ବ୍ୟର୍ଥନ୍ତ ନିତା; ଆମ୍ଭମାନଙ୍କର ପରମେଶ୍ଵର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଉପପର୍ବତସମୂହରେ ପ୍ରତିମା ପୂଜା ନିର୍ବୋଧତା ଥିଲା। ପର୍ବତମାନଙ୍କର ଉପରିସ୍ଥ କୋଳାହଳ ଜନିତ ସମାରୋହ ବ୍ୟର୍ଥ ଥିଲେ। ମାତ୍ର ଏହା ନିଶ୍ଚିତ ଯେ ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।
Odia IRV 2017 (ଓଡିଆ ବାଇବେଲ)
ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।