Jeremiah 3:24 — Compare Translations
5 translations compared side by side
Odia - 1840
"ମାତ୍ର ସେ ଲଜ୍ଜ୍ଯାସ୍ପଦ ବାଲ୍ ଦବେତା ଆମ୍ଭମାନଙ୍କର ବାଲ୍ଯକାଳରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମଫଳ, ସମାନଙ୍କେ ଗୋମଷୋଦି ପଲ, ସମାନଙ୍କେର ପୁତ୍ର ଓ କନ୍ଯାଗଣକୁ ଭକ୍ଷଣ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମ-ଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଗ୍ରାସ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ଲଜ୍ଜାସ୍ପଦ ବାଲ୍ଦେବତା ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ, ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଭକ୍ଷ୍ୟଣ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟ କାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।