Jeremiah 3:4 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ ଆମ୍ଭକୁ ଏହି ସମୟଠାରୁ ପ୍ରାର୍ଥନା କରି କହିବ, ହେ ମାରେ 'ପିତା', 'ତୁମ୍ଭେ ମାରେ ବାଲ୍ଯକାଳର ପଥପ୍ରଦର୍ଶକ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଆମ୍ଭକୁ ଏହି ସମୟଠାରୁ ପ୍ରାର୍ଥନା କରି କହିବ, ହେ ମୋର ‘ପିତା’, ‘ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, ‘ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, “ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?