Jeremiah 3:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ପୁଣି କୁହ, 'ପରମେଶ୍ବର କ'ଣ ସଦାକାଳ କୃଦ୍ଧ ହାଇେଥିବେ? ତାଙ୍କର କୋରଧ ଚିରକାଳ ରହିବ ନାହିଁ।' ଆଉ ତୁମ୍ଭେ କଥା କହୁଅଛ ତଥାପି ଦୁଷ୍କର୍ମ କରିବା ରେ ଲାଗିଛ ଏବଂ ନିଜ ପଥରେ ଚାଲିଛ।'3"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କି ସଦା କାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ? ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପୁଣି କୁହ, ‘ପରମେଶ୍ୱର କ’ଣ ସଦାକାଳ କୃଦ୍ଧ ହୋଇଥିବେ? ତାଙ୍କର କ୍ରୋଧ ଚିରକାଳ ରହିବ ନାହିଁ।’ “ଆଉ ତୁମ୍ଭେ କଥା କହୁଅଛ ତଥାପି ଦୁଷ୍କର୍ମ କରିବାରେ ଲାଗିଛ ଏବଂ ନିଜ ପଥରେ ଗ୍ଭଲିଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ?’ ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।”
Odia IRV 2017 (ଓଡିଆ ବାଇବେଲ)
ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ? ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।”