Jeremiah 3:6 — Compare Translations

5 translations compared side by side

Odia - 1840
"ଯିହୁଦା ରେ ଯୋଶିୟଯ ରାଜାଙ୍କ ଶାସନ କାଳ ରେ, ସଦାପ୍ରଭୁ ମାେତେ କହିଲେ, ବିପଥଗାମିନୀ ଇଶ୍ରାୟେଲ ଯାହା କରିଅଛ, ତାହା କ'ଣ ତୁମ୍ଭେ ଦେଖିଅଛ? ସେ ପ୍ରେତ୍ୟକକ ଉଚ୍ଚ ପର୍ବତ ଉପ ରେ ଓ ପ୍ରେତ୍ୟକକ ସବୁଜ ବୃକ୍ଷ ତଳେ ୟାଇ ବ୍ଯଭିଚାର କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, ବିପଥଗାମିନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଓ ଯିହୁଦା ଦୁଇ ବିଶ୍ୱାସଘାତିନୀ ଭଉଣୀ ଯିହୁଦାରେ ଯୋଶିୟ ରାଜାଙ୍କ ଶାସନ କାଳରେ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମିନୀ ଇସ୍ରାଏଲ ଯାହା କରିଅଛ, ତାହା କ’ଣ ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ଯାଇ ବ୍ୟଭିଗ୍ଭର କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।