Jeremiah 3:7 — Compare Translations
5 translations compared side by side
Odia - 1840
"ସେ ଏହିସବୁ ଅପକର୍ମ କଲାପ ରେ ମୁଁ ଇଶ୍ରାୟେଲକୁ କହିଲି, 'ତୁମ୍ଭେ ମାେ ନିକଟକୁ ଫରେି ଆସିବା ଉଚିତ୍? ମାତ୍ର ସେ ଫରେି ଆସିଲା ନାହିଁ ଆଉ ତାହାର ବିଶ୍ବାସଘାତିନୀ ଭଉଣୀ ଯିହୁଦା ଏହା ଦେଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ; ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏହିସବୁ ଅପକର୍ମ କଲାପରେ ମୁଁ ଇସ୍ରାଏଲକୁ କହିଲି, ‘ତୁମ୍ଭେ ମୋ’ ନିକଟକୁ ଫେରି ଆସିବା ଉଚିତ୍? ମାତ୍ର ସେ ଫେରି ଆସିଲା ନାହିଁ ଆଉ ତାହାର ବିଶ୍ୱାସଘାତିନୀ ଭଉଣୀ ଯିହୁଦା ଏହା ଦେଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ, ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ‘ସେ ଆମ୍ଭ ନିକଟକୁ ଫେରି ଆସିବ,’ ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା।