Jeremiah 3:8 — Compare Translations
5 translations compared side by side
Odia - 1840
"ଆଉ ଆମ୍ଭେ ଦେଖିଲୁ ବିପଥଗାମିନୀ ଇଶ୍ରାୟେଲ ବ୍ଯଭିଚାର କରିବା ହତେୁ ଆମ୍ଭେ ତାକୁ ଛାଡ଼ପତ୍ର ଦେଲେ ହେଁ, ତାହା ବିଶ୍ବାସଘାତିନୀ ଭଉଣୀ ଯିହୁଦା ଭୟ କଲା ନାହିଁ। ସେ ମଧ୍ଯ ୟାଇ ବ୍ଯଭିଚାର କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଦେଖିଲୁ, ବିପଥଗାମିନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ଦେଖିଲୁ ବିପଥଗାମିନୀ ଇସ୍ରାଏଲ ବ୍ୟଭିଗ୍ଭର କରିବା ହେତୁ ଆମ୍ଭେ ତାକୁ ଛାଡ଼ପତ୍ର ଦେଲେ ହେଁ, ତାହା ବିଶ୍ୱାସଘାତିନୀ ଭଉଣୀ ଯିହୁଦା ଭୟ କଲା ନାହିଁ। ସେ ମଧ୍ୟ ଯାଇ ବ୍ୟଭିଗ୍ଭର କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।