Jeremiah 3:9 — Compare Translations

5 translations compared side by side

Odia - 1840
"ଯିହୁଦା ବଖାେତିର କରି ବ୍ଯଭିଚାର କଲା ଓ ଦେଶକୁ 'ଅଶୁଚି' କଲା। ଆଉ ସେ ମଧ୍ଯ କାଠ ଓ ପଥର ସଙ୍ଗେ ବ୍ଯଭିଚାର କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ବେଖାତିରି କରି ବ୍ୟଭିଗ୍ଭର କଲା ଓ ଦେଶକୁ ‘ଅଶୁଚି’ କଲା। ଆଉ ସେ ମଧ୍ୟ କାଠ ଓ ପଥର ସଙ୍ଗେ ବ୍ୟଭିଗ୍ଭର କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।
Odia IRV 2017 (ଓଡିଆ ବାଇବେଲ)
ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।