Jeremiah 30:10 — Compare Translations

5 translations compared side by side

Odia - 1840
"ଏରୁ ସଦାପ୍ରଭୁ କହନ୍ତି, ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ। ଆଉ ହେ ଇଶ୍ରାୟେଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ବ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫରେିଆସି ଶାନ୍ତି ରେ ଓ ନିରାପଦ ରେ ରହିବ। କହେି ତାହାକୁ ଭୟ ଦଖାଇବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ଵ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ କହନ୍ତି, “ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ। ଆଉ ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ୱ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ। କେହି ତାହାକୁ ଭୟ ଦେଖାଇବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।’