Jeremiah 30:11 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧିଅରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସହେି ସମସ୍ତଙ୍କୁ ସୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବଚେନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦବୋ। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ⇧; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ତ ନ ଦେଇ ଛାଡ଼ିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବେଚନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦେବା। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।’

Recommended Reading