Jeremiah 30:12 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କର କ୍ଷତ ଦୁରା ରୋଗ୍ଯ ଓ ତୁମ୍ଭମାନଙ୍କର ଘା କବେେ ପୂରଣ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କର କ୍ଷତ ଦୁରାରୋଗ୍ୟ ଓ ତୁମ୍ଭମାନଙ୍କର ଘା କେବେ ପୂରଣ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘା’ ବ୍ୟଥାଜନକ।