Jeremiah 30:13 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କର ଘା'ର ଯତ୍ନ କହେି ନବେେ ନାହିଁ, ତେଣୁ ତାହା ସୁସ୍ଥ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର କ୍ଷତ ଯେପରି ବନ୍ଧା ଯିବ, ଏଥିପାଇଁ ତୁମ୍ଭ ସପକ୍ଷରେ କରିବାକୁ କେହି ନାହିଁ, ତୁମ୍ଭର ସ୍ଵାସ୍ଥ୍ୟଜନକ ଔଷଧ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଘା’ର ଯତ୍ନ କେହି ନେବେ ନାହିଁ, ତେଣୁ ତାହା ସୁସ୍ଥ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର କ୍ଷତ ଯେପରି ବନ୍ଧା ଯିବ, ଏଥିପାଇଁ ତୁମ୍ଭ ସପକ୍ଷରେ ପ୍ରତିବାଦ କରିବାକୁ କେହି ନାହିଁ, ତୁମ୍ଭର ସ୍ୱାସ୍ଥ୍ୟଜନକ ଔଷଧ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର କ୍ଷତ ଯେପରି ବନ୍ଧା ଯିବ, ଏଥିପାଇଁ ତୁମ୍ଭ ସପକ୍ଷରେ ପ୍ରତିବାଦ କରିବାକୁ କେହି ନାହିଁ, ତୁମ୍ଭର ସ୍ୱାସ୍ଥ୍ୟଜନକ ଔଷଧ ନାହିଁ।’