Jeremiah 30:14 — Compare Translations
5 translations compared side by side
Odia - 1840
"ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ। ମାତ୍ର 'ବନ୍ଧୁମାନେ' ତୁମ୍ଭକୁ ପାଶୋରି ଅଛନ୍ତି। ସମାନେେ ତୁମ୍ଭକୁ ମନେ ପକାନ୍ତି ନାହିଁ। କାରଣ ତୁମ୍ଭର ବହୁ ଅଧର୍ମ ଓ ବହୁ ପାପ ୟୋଗୁଁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ଯ ଆଘାତ କରିଅଛୁ ଓ ନିର୍ଦ୍ଦଯ ଲୋକ ତୁଲ୍ଯ ଶାସ୍ତି ଦଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ। ମାତ୍ର ‘ବନ୍ଧୁମାନେ’ ତୁମ୍ଭକୁ ପାଶୋରି ଅଛନ୍ତି। ସେମାନେ ତୁମ୍ଭକୁ ମନେ ପକାନ୍ତି ନାହିଁ। କାରଣ ତୁମ୍ଭର ବହୁ ଅଧର୍ମ ଓ ବହୁ ପାପ ଯୋଗୁଁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରିଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।