Jeremiah 30:15 — Compare Translations
5 translations compared side by side
Odia - 1840
"ହେ ଇଶ୍ରାୟେଲ ଓ ଯିହୁଦା, ତୁମ୍ଭମାନେେ ଆପଣା କ୍ଷତ ଯୋଗୁଁ କାହିଁକି କ୍ରନ୍ଦନ କରୁଛ? ତୁମ୍ଭମାନଙ୍କର ଏହି କ୍ଷତ ୟନ୍ତ୍ରଣାଦାୟକ ଓ ଦୁରା ରୋଗ୍ଯ। ତୁମ୍ଭମାନଙ୍କର ଅଧର୍ମ ଅନକେ ଓ ପାପ ବହୁତ। ତେଣୁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଏହିସବୁ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ, ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭ ପ୍ରତି ଏହିସବୁ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଇସ୍ରାଏଲ ଓ ଯିହୁଦା, ତୁମ୍ଭେମାନେ ଆପଣା କ୍ଷତ ଯୋଗୁଁ କାହିଁକି କ୍ରନ୍ଦନ କରୁଅଛ? ତୁମ୍ଭମାନଙ୍କର ଏହି କ୍ଷତ ଯନ୍ତ୍ରଣାଦାୟକ ଓ ଦୁରାରୋଗ୍ୟ। ତୁମ୍ଭମାନଙ୍କର ଅଧର୍ମ ଅନେକ ଓ ପାପ ବହୁତ। ତେଣୁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଏହିସବୁ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ, ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭ ପ୍ରତି ଏହିସବୁ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ, ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭ ପ୍ରତି ଏହିସବୁ କରିଅଛୁ।