Jeremiah 30:16 — Compare Translations
5 translations compared side by side
Odia - 1840
"ଏଣୁ ଯେଉଁମାନେ ତୁମ୍ଭମାନଙ୍କୁ ଗ୍ରାସ କରନ୍ତି, ସମାନେେ ଗ୍ରାସିତ ହବେେ। ତୁମ୍ଭର ବିପକ୍ଷ ସମସ୍ତେ ସମାନଙ୍କେର ପ୍ରେତ୍ୟକକର ବନ୍ଦୀତ୍ବ ସ୍ଥାନକୁ ଯିବେ। ଆଉ ଯେଉଁମାନେ ତୁମ୍ଭମାନଙ୍କୁ ଲୁଣ୍ଠନ କରନ୍ତି, ସମାନେେ ଲୁଣ୍ଠିତ ହବେେ। ଯେଉଁମାନେ ତୁମ୍ଭମାନଙ୍କର ଦ୍ରବ୍ଯ ଅପହରଣ କରନ୍ତି, ଆମ୍ଭେ ସମାନଙ୍କେର ଦ୍ରବ୍ଯ ଅପହରଣ କରାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ଵ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଯେଉଁମାନେ ତୁମ୍ଭମାନଙ୍କୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ। ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକର ବନ୍ଦୀତ୍ୱ ସ୍ଥାନକୁ ଯିବେ। ଆଉ ଯେଉଁମାନେ ତୁମ୍ଭମାନଙ୍କୁ ଲୁଣ୍ଠନ କରନ୍ତି, ସେମାନେ ଲୁଣ୍ଠିତ ହେବେ। ଯେଉଁମାନେ ତୁମ୍ଭମାନଙ୍କର ଦ୍ରବ୍ୟ ଅପହରଣ କରନ୍ତି, ଆମ୍ଭେ ସେମାନଙ୍କର ଦ୍ରବ୍ୟ ଅପହରଣ କରାଇବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।
Odia IRV 2017 (ଓଡିଆ ବାଇବେଲ)