Jeremiah 30:17 — Compare Translations
5 translations compared side by side
Odia - 1840
"କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା'ସବୁ ସୁସ୍ଥ କରିବା। କାରଣ ସମାନେେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି। 'ଆଉ ସିୟୋନକୁ କହେି ଚାହାଁନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘାʼ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା’ସବୁ ସୁସ୍ଥ କରିବା। କାରଣ ସେମାନେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି। ‘ଆଉ ସିୟୋନକୁ କେହି ଗ୍ଭହାନ୍ତି ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘାʼ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା’ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।’