Jeremiah 30:18 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ବର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସହେି ଧ୍ବଂସ୍ତ ସ୍ଥାନ ରେ ନଗର ନିର୍ମିତ ହବେ ଓ ରାଜଗୃହ ଯଥା ସ୍ଥାନ ରେ ପୁନଃନିର୍ମିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ଵୁସକଳର ବନ୍ଦୀତ୍ଵ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ୱର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସେହି ଧ୍ୱଂସ ସ୍ଥାନରେ ନଗର ନିର୍ମିତ ହେବ ଓ ରାଜଗୃହ ଯଥା ସ୍ଥାନରେ ପୁନଃନିର୍ମିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।