Jeremiah 30:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଯେଉଁସବୁ କଥା କହିଅଛୁ, ତାହା ତୁମ୍ଭେ ଗୋଟିଏ ପୁସ୍ତକରେ ଲେଖି ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଯେଉଁସବୁ କଥା କହିଅଛୁ, ତାହା ତୁମ୍ଭେ ଗୋଟିଏ ପୁସ୍ତକରେ ଲେଖି ରଖ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।’