Jeremiah 30:20 — Compare Translations

5 translations compared side by side

Odia - 1840
"ଯାକୁବର ସନ୍ତାନଗଣ ଇଶ୍ରାୟେଲର ପୂର୍ବପରି ହବେେ। ଆମ୍ଭେ ଇଶ୍ରାୟେଲ ଓ ଯିହୁଦାକୁ ଶକ୍ତିଶାଳୀ କରାଇବା। ଯେଉଁମାନେ ସମାନଙ୍କେ ଉପ ରେ ଉପଦ୍ରବ କରିବେ ଆମ୍ଭେ ସମାନଙ୍କେୁ ଶାସ୍ତି ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ ଓ ସେମାନଙ୍କର ମଣ୍ତଳୀ ଆମ୍ଭ ସାକ୍ଷାତରେ ସ୍ଥିରୀକୃତ ହେବ ଓ ଯେଉଁମାନେ ସେମାନଙ୍କର ଉପଦ୍ରବ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ଶାସ୍ତି ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବର ସନ୍ତାନଗଣ ଇସ୍ରାଏଲର ପୂର୍ବପରି ହେବେ। ଆମ୍ଭେ ଇସ୍ରାଏଲ ଓ ଯିହୁଦାକୁ ଶକ୍ତିଶାଳୀ କରାଇବା। ଯେଉଁମାନେ ସେମାନଙ୍କ ଉପରେ ଉପଦ୍ରବ କରିବେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ ଓ ସେମାନଙ୍କର ମଣ୍ଡଳୀ ଆମ୍ଭ ସାକ୍ଷାତରେ ସ୍ଥିରୀକୃତ ହେବ ଓ ଯେଉଁମାନେ ସେମାନଙ୍କର ଉପଦ୍ରବ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ଶାସ୍ତି ଦେବା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ ଓ ସେମାନଙ୍କର ମଣ୍ଡଳୀ ଆମ୍ଭ ସାକ୍ଷାତରେ ସ୍ଥିରୀକୃତ ହେବ ଓ ଯେଉଁମାନେ ସେମାନଙ୍କର ଉପଦ୍ରବ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ଶାସ୍ତି ଦେବା।