Jeremiah 30:21 — Compare Translations
5 translations compared side by side
Odia - 1840
"ପୁଣି ସମାନଙ୍କେର ଅଧିପତି ସମାନଙ୍କେ ମଧ୍ଯରୁ ହବେେ। ସମାନଙ୍କେର ଶାସନକର୍ତ୍ତା ସମାନଙ୍କେ ମଧ୍ଯରୁ ସୃଷ୍ଟି ହବେେ। ଆଉ ଆମ୍ଭେ ତାହାକୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଯେ ଆସିବା ପାଇଁ ସାହସ କରିଅଛନ୍ତି, ସେ କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ। ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ସୃଷ୍ଟି ହେବେ। ଆଉ ଆମ୍ଭେ ତାହାକୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ।” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭ ନିକଟକୁ ଯେ ଆସିବା ପାଇଁ ସାହସ କରିଅଛନ୍ତି, ସେ କିଏ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ,’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?