Jeremiah 30:22 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭମାନେେ ଆମ୍ଭର ଲୋକ ହବେ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ବର ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।’