Jeremiah 30:23 — Compare Translations
5 translations compared side by side
Odia - 1840
"ଆଉ ସଦାପ୍ରଭୁଙ୍କର ପ୍ରଚଣ୍ଡ କୋରଧ ସର୍ବନାଶକାରୀ ଝଡ ଓ ତାଫୋନ ସଦୃଶ ଦୁଷ୍ଟମାନଙ୍କ ମସ୍ତକରେ ଆସି ଲାଗିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍, ତାହାଙ୍କର ପ୍ରଚଣ୍ତ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସର୍ବନାଶକାରୀ ଝଡ଼ ଓ ତୋଫାନ ସଦୃଶ ଦୁଷ୍ଟମାନଙ୍କ ମସ୍ତକରେ ଆସି ଲାଗିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।