Jeremiah 30:24 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁଙ୍କର ମନର ଅଭିପ୍ରାଯ ସଫଳ ଓ ସିଦ୍ଧ ନ ହବୋ ପର୍ୟ୍ଯନ୍ତ ତାଙ୍କର ପ୍ରଜ୍ବଳିତ କୋର୍ଧ ପଶମିତ ହବେ ନାହିଁ। ତୁମ୍ଭମାନେେ ଅନ୍ତିମ ସମୟରେ ତାହା ବୁଝିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ଵଳିତ କ୍ରୋଧ ନିବୃତ୍ତ ନୋହିବ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁଙ୍କର ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ ହେବା ପର୍ଯ୍ୟନ୍ତ ତାଙ୍କର ପ୍ରଜ୍ୱଳିତ କ୍ରୋଧ ପ୍ରଶମିତ ହେବ ନାହିଁ। ତୁମ୍ଭେମାନେ ଅନ୍ତିମ ସମୟରେ ତାହା ବୁଝିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ୱଳିତ କ୍ରୋଧ ନିବୃତ୍ତ ହେବ ନାହିଁ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ୱଳିତ କ୍ରୋଧ ନିବୃତ୍ତ ହେବ ନାହିଁ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ।”