Jeremiah 30:3 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ କହନ୍ତି, ସମୟ ଆସିବ ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇଶ୍ରାୟେଲର ଓ ଯିହୁଦାର ବନ୍ଦୀତ୍ବ ଅବସ୍ଥା ପରିବର୍ତ୍ତନ କରିବା। ପୁଣି ସଦାପ୍ରଭୁ କହନ୍ତି, ଏପରି ସମୟ ଆସିବ ଯେଉଁ ସମୟରେ ଆମ୍ଭେ ସମାନଙ୍କେ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦଇେଅଛୁ, ସହେି ଦେଶକୁ ସମାନଙ୍କେୁ ଫରୋଇ ଆଣିବା ଓ ସମାନେେ ତାହା ଅଧିକାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି; ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ କହନ୍ତି, “ସମୟ ଆସିବ ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱ ଅବସ୍ଥା ପରିବର୍ତ୍ତନ କରିବା।” ପୁଣି ସଦାପ୍ରଭୁ କହନ୍ତି, “ଏପରି ସମୟ ଆସିବ ଯେଉଁ ସମୟରେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି, ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି,’ ସଦାପ୍ରଭୁ କହନ୍ତି; ‘ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।’”