Jeremiah 30:4 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଓ ଯିହୁଦା ବିଷଯ ରେ ସଦାପ୍ରଭୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟଏହି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟ ଏହି।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟ ଏହି।