Jeremiah 30:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହା କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେମାନେ କମ୍ପିବାର ଓ ଭୟର ଶଦ୍ଦ ଶୁଣିଅଛୁ, କିନ୍ତୁ ଶାନ୍ତିର ଶଦ୍ଦ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହା କହିଲେ, “ଆମ୍ଭେ ଲୋକମାନଙ୍କର କମ୍ପିବାର ଓ ଭୟର ଶବ୍ଦ ଶୁଣିଅଛୁ, ମାତ୍ର ଶାନ୍ତିର ଶବ୍ଦ ଶୁଣି ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେମାନେ କମ୍ପିବାର ଓ ଭୟର ଶବ୍ଦ ଶୁଣିଅଛୁ, କିନ୍ତୁ ଶାନ୍ତିର ଶବ୍ଦ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେମାନେ କମ୍ପିବାର ଓ ଭୟର ଶବ୍ଦ ଶୁଣିଅଛୁ, କିନ୍ତୁ ଶାନ୍ତିର ଶବ୍ଦ ନୁହେଁ।