Jeremiah 30:6 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ଲୋକଙ୍କୁ ପଚାରି ବୁଝ, ସମାନେେ କ'ଣ ପ୍ରସବ ବଦନୋ ପାଉଛନ୍ତି? ତାହା ନ ହେଲେ ପ୍ରେତ୍ୟକକ ପୁରୁଷ କାହିଁକି ପ୍ରସବ ବଦନୋ ପାଇଲା ପରି ଆପଣା କଟିଦେଶ ରେ ହସ୍ତ ରଖିଛନ୍ତି ଓ ପ୍ରେତ୍ୟକକଙ୍କର ମୁଖ ମଳିନ ପଡ଼ିଛି କାହିଁକି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ପୁରୁଷର ପ୍ରସବ ବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବ ବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟୀଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରତ୍ୟେକ ଲୋକଙ୍କୁ ପଗ୍ଭରି ବୁଝ, ସେମାନେ କ’ଣ ପ୍ରସବ ବେଦନା ପାଉଛନ୍ତି? ତାହା ନ ହେଲେ ପ୍ରତ୍ୟେକ ପୁରୁଷ କାହିଁକି ପ୍ରସବ ବେଦନା ପାଇଲା ପରି ଆପଣା କଟିଦେଶରେ ହସ୍ତ ରଖିଛନ୍ତି ଓ ପ୍ରତ୍ୟେକଙ୍କର ମୁଖ ମଳିନ ପଡ଼ିଛି କାହିଁକି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?
Odia IRV 2017 (ଓଡିଆ ବାଇବେଲ)
କୌଣସି ପୁରୁଷର ପ୍ରସବ ବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବ ବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?