Jeremiah 30:7 — Compare Translations

5 translations compared side by side

Odia - 1840
"ଆହା, ସଦେିନ ଅତି ମହାନ୍। ତାହା ସମାନ ଆଉ ଦିନ ନାହିଁ। ତାହା ଯାକୁବର ସଙ୍କଟକାଳ, ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆହା, ସେଦିନ ଅତି ମହାନ। ତାହା ସମାନ ଆଉ ଦିନ ନାହିଁ। ତାହା ଯାକୁବର ସଙ୍କଟକାଳ, ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।
Odia IRV 2017 (ଓଡିଆ ବାଇବେଲ)
ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।’