Jeremiah 30:8 — Compare Translations
5 translations compared side by side
Odia - 1840
" ସହେି ସମୟରେ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ଯିହୁଦା ଓ ଇଶ୍ରାୟେଲର ଲୋକମାନଙ୍କ ସ୍କନ୍ଦରୁ ୟୁଆଳି ସବୁ ଭାଙ୍ଗି ପକାଇବା ଓ ସମାନଙ୍କେର ବନ୍ଧନସବୁ ଛିଣ୍ଡାଇ ପକାଇବା। ପୁଣି ବିଦେଶୀମାନେ ସମାନଙ୍କେୁ ଦାସ୍ଯକର୍ମ କରାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ତାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ସେହି ସମୟରେ” ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ଯିହୁଦା ଓ ଇସ୍ରାଏଲର ଲୋକମାନଙ୍କ ସ୍କନ୍ଦରୁ ଯୁଆଳି ସବୁ ଭାଙ୍ଗି ପକାଇବା ଓ ସେମାନଙ୍କର ବନ୍ଧନସବୁ ଛିଣ୍ଡାଇ ପକାଇବା। ପୁଣି ବିଦେଶୀମାନେ ସେମାନଙ୍କୁ ଦାସ୍ୟକର୍ମ କରାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।