Jeremiah 30:9 — Compare Translations

5 translations compared side by side

Odia - 1840
"ଆଉ ସମାନେେ ବିଦେଶୀମାନଙ୍କର ସବୋ କରିବେ ନାହିଁ। ସମାନେେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କୁ ସବୋ କରିବେ। ଆଉ ସମାନଙ୍କେ ପାଇଁ ପଠାଇଥିବା ରାଜା ଦାଉଦଙ୍କର ସବୋ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ବିଦେଶୀମାନଙ୍କର ସେବା କରିବେ ନାହିଁ। ସେମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କୁ ସେବା କରିବେ। ଆଉ ସେମାନଙ୍କ ପାଇଁ ପଠାଇଥିବା ରାଜା ଦାଉଦଙ୍କର ସେବା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।’