Jeremiah 31:1 — Compare Translations
5 translations compared side by side
Odia - 1840
"ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଆମ୍ଭେ ଇଶ୍ରାୟେଲର ସମସ୍ତ ଗୋଷ୍ଠୀର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ସେ ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ଵର ହେବା ଓ ସେମାନେ ଆମ୍ଭର ଲୋକ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ନୂତନ ଇସ୍ରାଏଲ ଅନନ୍ତର ସଦାପ୍ରଭୁ କହନ୍ତି, “ସେ ସମୟରେ ଆମ୍ଭେ ଇସ୍ରାଏଲର ସମସ୍ତ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ କହନ୍ତି, ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”