Jeremiah 31:10 — Compare Translations

5 translations compared side by side

Odia - 1840
" ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ। ଆଉ ଦୂରସ୍ଥ ଦ୍ବୀପ ସମୂହ ରେ ତାହା ପ୍ରଚାର କରି କୁହ ଯେ, 'ଇଶ୍ରାୟେଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ। ଆଉ ପାଳକ ଯେପରି ତାହାର ମଷେପଲକୁ ରକ୍ଷା କରେ, ସପରେି ସେ ତାହାକୁ ସୁରକ୍ଷା ଦବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ଵୀପସମୂହରେ ତାହା ପ୍ରଚାର କରି କୁହ, ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। ଆଉ ଦୂରସ୍ଥ ଦ୍ୱୀପ ସମୂହରେ ତାହା ପ୍ରଗ୍ଭର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ। ଆଉ ପାଳକ ଯେପରି ତାହାର ମେଷପଲକୁ ରକ୍ଷା କରେ, ସେପରି ସେ ତାହାକୁ ସୁରକ୍ଷା ଦେବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।’
Odia IRV 2017 (ଓଡିଆ ବାଇବେଲ)
ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, “ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।”