Jeremiah 31:12 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ଆସ ସିୟୋନ୍ର ପର୍ବତ ରେ ଗାନ କରିବେ ଓ ସୋର୍ତତୁଲ୍ଯ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ଯ, ଦ୍ରାକ୍ଷାରସ, ତଲେ, ପଲର ମଷେଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସମାନଙ୍କେର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ଯ ହବେ। ସମାନେେ ଆଉ ଦୁଃଖୀ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ଆସି ସିୟୋନର ପର୍ବତରେ ଗାନ କରିବେ ଓ ସ୍ରୋତତୁଲ୍ୟ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ୟ, ଦ୍ରାକ୍ଷାରସ, ତେଲ, ପଲର ମେଷଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସେମାନଙ୍କର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ। ସେମାନେ ଆଉ ଦୁଃଖୀ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)