Jeremiah 31:13 — Compare Translations

5 translations compared side by side

Odia - 1840
"ସେତବେେଳେ ୟୁବତୀ ନାରୀମାନେ ଆନନ୍ଦ ରେ ନୃତ୍ଯ କରିବେ ଓ ୟୁବା ଏବଂ ବୃଦ୍ଧମାନେ ସମାନଙ୍କେ ସହିତ ୟୋଗ ଦବେେ। ଆମ୍ଭେ ସମାନଙ୍କେର ଶାେକକୁ ଆନନ୍ଦ ରେ ପରିଣତ କରିବା। ଆମ୍ଭେ ସମାନଙ୍କେୁ ସାନ୍ତ୍ବନା ଦବୋ ଓ ସମାନଙ୍କେୁ ଦୁଃଖ ବଦଳ ରେ ସୁଖ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ଵନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଯୁବତୀ ନାରୀମାନେ ଆନନ୍ଦରେ ନୃତ୍ୟ କରିବେ ଓ ଯୁବା ଏବଂ ବୃଦ୍ଧମାନେ ସେମାନଙ୍କ ସହିତ ଯୋଗ ଦେବେ। ଆମ୍ଭେ ସେମାନଙ୍କର ଶୋକକୁ ଆନନ୍ଦରେ ପରିଣତ କରିବା। ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା ଦେବା ଓ ସେମାନଙ୍କୁ ଦୁଃଖ ବଦଳରେ ସୁଖ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।