Jeremiah 31:14 — Compare Translations
5 translations compared side by side
Odia - 1840
"ଆଉ ଆମ୍ଭେ ପୁଷ୍ଟିକର ଦ୍ରବ୍ଯ ରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ପ୍ରଚୁର ଖାଦ୍ୟ ପାଇ ପରିତୃପ୍ତ ହବେେ। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ପ୍ରଚୁର ଖାଦ୍ୟ ପାଇ ପରିତୃପ୍ତ ହେବେ। ଏହା ସଦାପ୍ରଭୁ କହନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି।