Jeremiah 31:15 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ ଏହି କଥା କହନ୍ତି, ରାମା ରେ କୋଳାହଳ ଓ ଅତି କରୁଣ ଚିତ୍କାର ଶୁଣାୟିବ। ରାହେଲ ଆପଣା ପୁତ୍ରମାନଙ୍କ ପାଇଁ ରୋଦନ କରିବ। ସେ ତା'ର ସନ୍ତାନମାନଙ୍କ ବିଷଯ ରେ ସାନ୍ତ୍ବନାବାଣୀ ଶୁଣିବ ନାହିଁ, କାରଣ ସମାନେେ ମୃତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ରାମାରେ ହାହାକାର ଓ ତୀବ୍ର ରୋଦନର ଶଦ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ-କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ କୋଳାହଳ ଓ ଅତି କରୁଣ ଚିତ୍କାର ଶୁଣାଯିବ। ରାହେଲ ଆପଣା ପୁତ୍ରମାନଙ୍କ ପାଇଁ ରୋଦନ କରିବ। ସେ ତା’ର ସନ୍ତାନମାନଙ୍କ ବିଷୟରେ ସାନ୍ତ୍ୱନାବାଣୀ ଶୁଣିବ ନାହିଁ, କାରଣ ସେମାନେ ମୃତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।”