Jeremiah 31:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ କ୍ରନ୍ଦନରୁ ନିବୃତ୍ତ ହୁଅ ଓ ଚକ୍ଷୁରୁ ଲୋତକ ବନ୍ଦ କର। କାରଣ ତୁମ୍ଭେ ତୁମ୍ଭର କର୍ମାନୁସା ରେ ପୁରସ୍କୃତ ହବେ। ଆଉ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଶତ୍ରୁ ଦେଶରୁ ଫରେିଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ କ୍ରନ୍ଦନର ଶଦ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ, ଏହା ସଦାପ୍ରଭୁ କହନ୍ତି; ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ କ୍ରନ୍ଦନରୁ ନିବୃତ୍ତ ହୁଅ ଓ ଚକ୍ଷୁରୁ ଲୋତକ ବନ୍ଦ କର। କାରଣ ତୁମ୍ଭେ ତୁମ୍ଭର କର୍ମାନୁସାରେ ପୁରସ୍କୃତ ହେବ।” ଆଉ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଶତ୍ରୁ ଦେଶରୁ ଫେରି ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭ କ୍ରନ୍ଦନର ଶବ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ, ଏହା ସଦାପ୍ରଭୁ କହନ୍ତି; ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭ କ୍ରନ୍ଦନର ଶବ୍ଦ ଓ ଚକ୍ଷୁର ଲୋତକ ନିବୃତ୍ତ କର; କାରଣ ତୁମ୍ଭ କର୍ମର ପୁରସ୍କାର ଦତ୍ତ ହେବ,” ଏହା ସଦାପ୍ରଭୁ କହନ୍ତି; “ଆଉ, ସେମାନେ ଶତ୍ରୁର ଦେଶରୁ ଫେରି ଆସିବେ।”