Jeremiah 31:17 — Compare Translations
5 translations compared side by side
Odia - 1840
"ତୁମ୍ଭ ଅନ୍ତିମକାଳ ବିଷଯ ରେ ପ୍ରତ୍ଯାଶ ଅଛି। ସଦାପ୍ରଭୁ କହନ୍ତି, ଆଉ ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣା ଦେଶକୁ ଫରେିଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ତୁମ୍ଭର ଅନ୍ତିମ କାଳ ବିଷୟରେ ପ୍ରତ୍ୟାଶା ଅଛି; ଆଉ, ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣାମାନଙ୍କର ସୀମାକୁ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଅନ୍ତିମକାଳ ବିଷୟରେ ପ୍ରତ୍ୟାଶ ଅଛି।” ସଦାପ୍ରଭୁ କହନ୍ତି, ଆଉ “ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣା ଦେଶକୁ ଫେରି ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ତୁମ୍ଭର ଅନ୍ତିମକାଳ ବିଷୟରେ ପ୍ରତ୍ୟାଶା ଅଛି; ଆଉ, ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣାମାନଙ୍କର ସୀମାକୁ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ତୁମ୍ଭର ଅନ୍ତିମ କାଳ ବିଷୟରେ ପ୍ରତ୍ୟାଶା ଅଛି; ଆଉ, ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣାମାନଙ୍କର ସୀମାକୁ ଆସିବେ।