Jeremiah 31:18 — Compare Translations
5 translations compared side by side
Odia - 1840
"ମୁଁ ପ୍ରକୃତ ରେ ଇଫ୍ରଯିମର କ୍ରନ୍ଦନ ଶୁଣିଅଛି। ସେ କାନ୍ଦିକରି ଏହି କଥା କହୁଛି, ' ହେ ସଦାପ୍ରଭୁ, ତୁମ୍ଭେ ମାେତେ ଶାସ୍ତି ଦଇେଅଛ। ମୁଁ ପ୍ରକୃତ ଶିକ୍ଷା ପାଇଛି। ମୁଁ ଏକ ବନ୍ଯପଶୁ ସଦୃଶ ଥିଲି। ମାେତେ ତୁମ୍ଭ ନିକଟକୁ ଫରେିବାକୁ ଦିଅ, କାରଣ ତୁମ୍ଭେ ସଦାପ୍ରଭୁ ମାରେ ପରମେଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ଵର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରକୃତରେ ଇଫ୍ରୟିମର କ୍ରନ୍ଦନ ଶୁଣିଅଛି। ସେ କାନ୍ଦିକରି ଏହି କଥା କହୁଛି, ‘ହେ ସଦାପ୍ରଭୁ, ତୁମ୍ଭେ ମୋତେ ଶାସ୍ତି ଦେଇଅଛ। ମୁଁ ପ୍ରକୃତ ଶିକ୍ଷା ପାଇଛି। ମୁଁ ଏକ ବନ୍ୟପଶୁ ସଦୃଶ ଥିଲି। ମୋତେ ତୁମ୍ଭ ନିକଟକୁ ଫେରିବାକୁ ଦିଅ, କାରଣ ତୁମ୍ଭେ ସଦାପ୍ରଭୁ ମୋର ପରମେଶ୍ୱର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Odia IRV 2017 (ଓଡିଆ ବାଇବେଲ)