Jeremiah 31:19 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ଫରେିଲା ପ ରେ ଅନୁତପ୍ତ ହଲିେ। ଶିକ୍ଷା ପାଇଁ ଦୁଃଖ ରେ ଆପଣା ଊରୁଦେଶକୁ ଆଘାତ କଲି। ମୁଁ ଆପଣା ୟୌବନ କାଳ ରେ ମନ୍ଦାଚାର ଯୋଗୁଁ ଲଜ୍ଜିତ ଓ ବ୍ଯାକୁଳ ହଲିେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଫେରିଲା ଉତ୍ତାରେ ନିତା; ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ଫେରିଲା ପରେ ଅନୁତପ୍ତ ହେଲି। ଶିକ୍ଷା ପାଇଁ ଦୁଃଖରେ ଆପଣା ଊରୁଦେଶକୁ ଆଘାତ କଲି। ମୁଁ ଆପଣା ଯୌବନ କାଳରେ ମନ୍ଦାଗ୍ଭର ଯୋଗୁଁ ଲଜ୍ଜିତ ଓ ବ୍ୟାକୁଳ ହେଲି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’
Odia IRV 2017 (ଓଡିଆ ବାଇବେଲ)
ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’