Jeremiah 31:20 — Compare Translations

5 translations compared side by side

Odia - 1840
"ପରମେଶ୍ବର କହନ୍ତି, ଇଫ୍ରଯିମ ଆମ୍ଭର ପ୍ରିଯ ପୁତ୍ର। ଆମ୍ଭେ ତାହାକୁ ପ୍ ରମେ କରୁ। ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା' ବିରୁଦ୍ଧ ରେ ଯାଉ, ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ। ଏଣୁ ତା' ପାଇଁ ଆମ୍ଭର ପ୍ରାଣ ବ୍ଯାକୁଳ ହୁଏ। ଆମ୍ଭେ ପ୍ରକୃତ ରେ ତାକୁ ଦୟା କରିବା। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦ-ଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହନ୍ତି, “ଇଫ୍ରୟିମ ଆମ୍ଭର ପ୍ରିୟ ପୁତ୍ର। ଆମ୍ଭେ ତାହାକୁ ପ୍ରେମ କରୁ। ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା’ ବିରୁଦ୍ଧରେ ଯାଉ, ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ। ଏଣୁ ତା’ ପାଇଁ ଆମ୍ଭର ପ୍ରାଣ ବ୍ୟାକୁଳ ହୁଏ। ଆମ୍ଭେ ପ୍ରକୃତରେ ତାକୁ ଦୟା କରିବା।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା,” ଏହା ସଦାପ୍ରଭୁ କହନ୍ତି।