Jeremiah 31:21 — Compare Translations
5 translations compared side by side
Odia - 1840
"ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ ଓ ପଥ ପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର। ଯେଉଁ ରାଜପଥରେ ତୁମ୍ଭେ ଗମନ କରିଥିଲ ସହେି ପଥରେ ମନୋନିବେଶ କର। ହେ ଇଶ୍ରାୟେଲ କୁମାରୀ, ଫରେିଆସ, ତୁମ୍ଭର ନଗରଗୁଡ଼ିକୁ ଫରେିଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ ଓ ପଥପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର; ତୁମ୍ଭେ ଯେଉଁ ପଥରେ ଗମନ କରିଥିଲ, ସେହି ରାଜ ପଥରେ ମନୋନିବେଶ କର; ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ଏହିସବୁ ନଗରକୁ ଫେରି ଆସ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ ଓ ପଥ ପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର। ଯେଉଁ ରାଜପଥରେ ତୁମ୍ଭେ ଗମନ କରିଥିଲ ସେହି ପଥରେ ମନୋନିବେଶ କର। ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ନଗରଗୁଡ଼ିକୁ ଫେରି ଆସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥ ଚିହ୍ନ ରଖ ଓ ପଥପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର; ତୁମ୍ଭେ ଯେଉଁ ପଥରେ ଗମନ କରିଥିଲ, ସେହି ରାଜପଥରେ ମନୋନିବେଶ କର; ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ଏହିସବୁ ନଗରକୁ ଫେରି ଆସ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥ ଚିହ୍ନ ରଖ ଓ ପଥପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର; ତୁମ୍ଭେ ଯେଉଁ ପଥରେ ଗମନ କରିଥିଲ, ସେହି ରାଜ ପଥରେ ମନୋନିବେଶ କର; ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ଏହିସବୁ ନଗରକୁ ଫେରି ଆସ।