Jeremiah 31:22 — Compare Translations

5 translations compared side by side

Odia - 1840
"ହେ ଅବିଶ୍ବସ୍ତା କନ୍ଯା, ତୁମ୍ଭେ କେତକୋଳ ଏଣତେଣେେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀ ରେ ଏକ ନୂତନ ବିଷଯ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଅବିଶ୍ୱସ୍ତା କନ୍ୟା, ତୁମ୍ଭେ କେତେକାଳ ଏଣେତେଣେ ଭ୍ରମଣ କରିବ? “କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”
Odia IRV 2017 (ଓଡିଆ ବାଇବେଲ)
ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।