Jeremiah 31:24 — Compare Translations
5 translations compared side by side
Odia - 1840
"ପୁଣି ଯିହୁଦା ଓ ତାହାର ନଗର ସୁବ ରେ କୃଷକମାନେ ଓ ପଲ ନଇେ ଭ୍ରମଣକାରୀମାନେ ଏକତ୍ର ଶାନ୍ତି ରେ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଯିହୁଦା ଓ ତାହାର ନଗର ସବୁରେ କୃଷକମାନେ ଓ ପଲ ନେଇ ଭ୍ରମଣକାରୀମାନେ ଏକତ୍ର ଶାନ୍ତିରେ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୁଦା ଓ ତହିଁର ନଗରସକଳ, ଆଉ କୃଷକ ଓ ପଲ ନେଇ ଭ୍ରମଣକାରୀମାନେ ତହିଁ ମଧ୍ୟରେ ଏକତ୍ର ବାସ କରିବେ।