Jeremiah 31:26 — Compare Translations

5 translations compared side by side

Odia - 1840
"ଏହା ଶୁଣିଲା ଉତ୍ତା ରେ, ମୁଁ ସୁଖଦାୟକ ନିଦ୍ରାରୁ ଜାଗ୍ରତ ହାଇେ ଚାରିଆଡ଼କୁ ଚାହିଁଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋʼ ପ୍ରତି ସୁଖଦାୟକ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଶୁଣିଲା ଉତ୍ତାରେ, ମୁଁ ସୁଖଦାୟକ ନିଦ୍ରାରୁ ଜାଗ୍ରତ ହୋଇ ଗ୍ଭରିଆଡ଼କୁ ଗ୍ଭହିଁଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋʼ ପ୍ରତି ସୁଖଦାୟକ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋ’ ପ୍ରତି ସୁଖଦାୟକ ଥିଲା।