Jeremiah 31:27 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଛି ଆମ୍ଭେ ଇଶ୍ରାୟେଲ ଓ ଯିହୁଦାର ଲୋକମାନଙ୍କର ଯତ୍ନ ନବୋ। ଆମ୍ଭେ ସମାନଙ୍କେୁ ଓ ସମାନଙ୍କେର ପଶୁମାନଙ୍କୁ ଦ୍ବିଗୁଣିତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁରୂପ ବୀଜ ବପନ କରିବା, ଏପରି ସମୟ ଆସୁଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଆମ୍ଭେ ଇସ୍ରାଏଲ ଓ ଯିହୁଦାର ଲୋକମାନଙ୍କର ଯତ୍ନ ନେବା। ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପଶୁମାନଙ୍କୁ ଦ୍ୱିଗୁଣିତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଛି।