Jeremiah 31:28 — Compare Translations

5 translations compared side by side

Odia - 1840
"ଅତୀତ ରେ ଆମ୍ଭେ ସମାନଙ୍କେୁ ଉତ୍ପାଟନ, ଭଗ୍ନ, ନିପାତ, ବିନାଶ ଓ କ୍ଲେଶ ଦଇେଥିଲୁ। ମାତ୍ର ବର୍ତ୍ତମାନ ସମାନଙ୍କେୁ ନିର୍ମାଣ ଓ ରୋପଣ କରିବା। ଆଉ ସମାନଙ୍କେର ଯତ୍ନ ନଇେ ସମାନଙ୍କେୁ ଶକ୍ତିଶାଳୀ କରିବା। ଏହା ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁଜଗି ରହିବା, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ଆମ୍ଭେ ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ, ବିନାଶ ଓ କ୍ଳେଶ ଦେଇଥିଲୁ। ମାତ୍ର ବର୍ତ୍ତମାନ ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା। ଆଉ ସେମାନଙ୍କର ଯତ୍ନ ନେଇ ସେମାନଙ୍କୁ ଶକ୍ତିଶାଳୀ କରିବା।” ଏହା ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା,” ଏହା ସଦାପ୍ରଭୁ କହନ୍ତି।