Jeremiah 31:29 — Compare Translations

5 translations compared side by side

Odia - 1840
"ଲୋକେ ଆଉ ଏପରି କଥା କବେେ କହିବେ ନାହିଁ। ଯେ ପିତୃଗଣ ଅମ୍ଲ ଦ୍ରାକ୍ଷା ଫଳ ଖାଇଲେ, ସନ୍ତାନଗଣର ଦାନ୍ତ ଖଟା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦା; ଖଟା ହୋଇଅଛି, ଏପରି କଥା ସେସମୟରେ ଆଉ କୁହା ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଲୋକେ ଆଉ ଏପରି କଥା କେବେ କହିବେ ନାହିଁ ଯେ: ‘ପିତୃଗଣ ଅମ୍ଳ ଦ୍ରାକ୍ଷା ଫଳ ଖାଇଲେ, ସନ୍ତାନଗଣର ଦାନ୍ତ ଖଟା ହେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’ ଏପରି କଥା ସେସମୟରେ ଆଉ କୁହାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’ ଏପରି କଥା ସେସମୟରେ ଆଉ କୁହା ଯିବ ନାହିଁ।