Jeremiah 31:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ ଦର୍ଶନ ଦେଲେ ଓ କହିଲେ, ଆମ୍ଭେ ଚିରସ୍ଥାଯୀ ଭାବରେ ତୁମ୍ଭକୁ ପ୍ ରମେ କରି ଆସିଛୁ। ଏଣୁ ସ୍ନହପେୂର୍ଣ୍ଣ କରୁଣା ରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ, ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ ଦର୍ଶନ ଦେଲେ ଓ କହିଲେ, “ଆମ୍ଭେ ଚିରସ୍ଥାୟୀ ଭାବରେ ତୁମ୍ଭକୁ ପ୍ରେମ କରି ଆସିଛୁ। ଏଣୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।