Jeremiah 31:30 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ପ୍ରେତ୍ୟକକ ଲୋକ ନିଜର ପାପ ଯୋଗୁଁ ମରିବେ। କାରଣ ଅମ୍ଲ ଦ୍ରାକ୍ଷା ଫଳ ଖାଇବା ଲୋକର ଦାନ୍ତ କବଳେ ଖଟା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ, ଆଉ ଯେଉଁ ଜନ ଅମ୍ଳ ଦ୍ରାକ୍ଷାଫଳ ଖାଏ, ତାହାରି ଦା; ଖଟା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, ପ୍ରତ୍ୟେକ ଲୋକ ନିଜର ପାପ ଯୋଗୁଁ ମରିବେ। କାରଣ ଅମ୍ଳ ଦ୍ରାକ୍ଷା ଫଳ ଖାଇବା ଲୋକର ଦାନ୍ତ କେବଳ ଖଟା ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ, ଆଉ ଯେଉଁ ଜନ ଅମ୍ଳ ଦ୍ରାକ୍ଷାଫଳ ଖାଏ, ତାହାରି ଦାନ୍ତ ଖଟା ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ, ଆଉ ଯେଉଁ ଜନ ଅମ୍ଳ ଦ୍ରାକ୍ଷାଫଳ ଖାଏ, ତାହାରି ଦାନ୍ତ ଖଟା ହେବ।